ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୫ଟି ଜିଲ୍ଲାରେ ବର୍ଷା ସହିତ ଝଡ଼ ତୋଫାନ ହେବ। ଏହାସହ ଘଡ଼ଘଡ଼ି ମାରିବ। ଏଥିପାଇଁ ଦିନ ୧ଟା ୩୦ ପର୍ଯ୍ୟନ୍ତ ଏହି ଜିଲ୍ଲାଗୁଡ଼ିକୁ ସତର୍କ ସୂଚନା ଜାରି କରାଯାଇଛି। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଜାରି କରାଯାଇଛି।
ସେହି ଜିଲ୍ଲା ଗୁଡ଼ିକ ହେଲାସୁନ୍ଦରଗଡ଼, ମୟୂରଭଞ୍ଜ, କେନ୍ଦୁଝର, ମାଲକାନଗିରି ଓ ବାଲେଶ୍ୱର।
from Odisha Reporter https://ift.tt/3aBqCQI
No comments:
Post a Comment