ଥାନା ଆଗରେ ଧାରଣା ଦେଲେ, ରୋଷେଇ କରି ଖାଇଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 12, 2020

ଥାନା ଆଗରେ ଧାରଣା ଦେଲେ, ରୋଷେଇ କରି ଖାଇଲେ

ଜୟପୁର(ଟି. ଗୌରିଶଙ୍କର): ବିଭିନ୍ନ ଦାବିରେ କୋରାପୁଟ ଜିଲ୍ଲା ଲଷ୍ମୀପୁର ଥାନା ଘେରାଉ କରିଛି କଡ଼ିଙ୍ଗାମାଳି ସୁରକ୍ଷା ମଞ୍ଚ ସଂଗଠନ। ଗତକାଲିଠାରୁ ଲଷ୍ମୀପୁର ଥାନା ଘେରାଉ କରିଥିବା କୋଡ଼ିଂଗାମାଲି ସୁରକ୍ଷା ମଞ୍ଚ ସଂଗଠନ ଆଜି ବି ଥାନା ସମ୍ମୁଖରେ ବସି ରହିଛନ୍ତି। ଆନ୍ଦୋଳନକାରୀ ରାତିରେ ଥାନା ସମ୍ମୁଖରେ ବସି ରହିବା ସହ ରୋଷେଇ କରି ଖାଉଥିବା ଦୃଶ୍ୟ ଦେଖିବାକୁ ମିଳିଛି।

ଭତ୍ତା ବଣ୍ଟନରେ ଅନିୟମିତତା, ବେକାର ଯୁବକ ଯୁବତୀଙ୍କୁ କମ୍ପାନୀରେ ଚାକିରୀ ଏବଂ ଘରୋଇ କମ୍ପାନୀର ଏକଛତ୍ରବାଦ କାର୍ଯ୍ୟକଳାପକୁ ବିରୋଧ କରି ଆନ୍ଦୋଳନକାରୀ ଧାରଣା ଦେଇଛନ୍ତି । ତେବେ ଆନ୍ଦୋଳନକୁ ୨୪ ଘଣ୍ଟା ବିତିବାକୁ ଯାଇଥିବା ବେଳେ ଏଯାଏ ଜିଲ୍ଲା ପ୍ରଶାସନ  ସେମାନଙ୍କ ସହ ଆଲୋଚନା କରିନାହିଁ।



from Odisha Reporter https://ift.tt/2xx7jJX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages