ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆସନ୍ତାକାଲି ଅନ୍ତର୍ଜାତୀୟ ମହିଳା ଦିବସ। ଏହି ଅବସରରେ ଆସନ୍ତାକାଲି ‘ମୋ ବସ୍’ରେ ମହିଳାମାନେ ମାଗଣାରେ ଯାତ୍ରା କରିପାରିବେ। ଏନେଇ ମୋ ବସ୍ ପରିଚାଳନା କରୁଥିବା କ୍ୟାପିଟାଲ ରିଜିଅନ୍ ଅର୍ବାନ ଟ୍ରାନ୍ସପୋର୍ଟ (CRUT)ର ଜେନେରାଲ ମ୍ୟାନେଜର ଦିପ୍ତୀ ମହାପାତ୍ର ଏହି ସୂଚନା ଦେଇଛନ୍ତି। ଆସନ୍ତାକାଲି ଅନ୍ତର୍ଜାତୀୟ ମହିଳା ଦିବସ ଥିବାରୁ ଯାତ୍ରା ଲାଗି ମହିଳାଙ୍କୁ କୌଣସି ଟଙ୍କା ଦେବାକୁ ପଡ଼ିବ ନାହିଁ ବୋଲି ସୂଚନା ଦେଇଛନ୍ତି ଦିପ୍ତୀ ମହାପାତ୍ର।
ସୂଚନାଯୋଗ୍ୟ, କଟକ, ଭୁବନେଶ୍ୱର ଓ ଖୋର୍ଦ୍ଧା ରୁଟ୍ରେ ୨୦୦ଟି ‘ମୋ ବସ୍’ ଚାଲୁଛି।
from Odisha Reporter https://ift.tt/2IoEm5a
No comments:
Post a Comment