ଟ୍ରେନ୍‌ରେ କଟି ଦୁଇ ମୃତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 13, 2020

ଟ୍ରେନ୍‌ରେ କଟି ଦୁଇ ମୃତ

ସୋର (ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ସୋର ଷ୍ଟେସନ୍‌ରେ ଟ୍ରେନ୍‌ରେ କଟି ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ସେମାନଙ୍କ ପରିଚୟ ମିଳିପାରି ନାହିଁ।

ମିଳିଥିବା ସୂଚନା ଅନୁସାରେ, ଗତକାଲି ରାତିରେ ଜଣେ ବୃଦ୍ଧ ଟ୍ରେନରୁ ଖସି ପଡ଼ିଥିଲେ ଓ ତାଙ୍କ ଉପରେ ଟ୍ରେନ୍‌ ଚଢ଼ି ଯାଇଥିଲା। ସେହିପରି ଆଜି ସକାଳେ ଜଣେ ଯୁବକଙ୍କୁ ଟ୍ରେନ୍‌ ଧକ୍କା ଦେବାରୁ ତାଙ୍କର ମୃତ୍ୟୁ ଘଟିଥିଲା। ବାଙ୍ଗାଲୋର-ଗୌହାଟି ଏକ୍ସପ୍ରେସ ଧକ୍କାରେ ଯୁବକ ଜଣଙ୍କ ପ୍ରାଣ ହରାଇଥିବା ଜଣାପଡ଼ିଛି। ଜିଆରପି ପୁଲିସ୍ ମୃତଦେହ ଜବତ କରିଥିବା ବେଳେ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2U4Twlx

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages