୨୭ ମାର୍ଚ୍ଚ ଶୁକ୍ରବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 26, 2020

୨୭ ମାର୍ଚ୍ଚ ଶୁକ୍ରବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ

ମେଷ:  ମାନ-ସମ୍ମାନ ମିଳିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ଅପରାହ୍ଣ ପରେ ଅସୁସ୍ଥ ଅନୁଭବ କରିବେ।

ବୃଷ: ଅଳସୁଆ ଅନୁଭବ କରିବେ।  ଇଶ୍ୱରଙ୍କୁ ଆରଧନା କରନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ।

ମିଥୁନ:  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ । ପରିବାରରେ ହସଖୁସିର ପରିବେଶ ରହିବ। ଖର୍ଚ୍ଚ ବଢ଼ିବ।

କର୍କଟ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। କାଉକୁ ଖାଇବାକୁ ଦିଅନ୍ତୁ।

ସିଂହ: ବାଦ-ବିବାଦଠାରୁ ଦୂରେଇ ରୁହନ୍ତୁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

କନ୍ୟା:  କିଛି ନୂଆ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି। ଋଣ ଦିଅନ୍ତୁ ନାହିଁ।  ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ।

ତୁଳା: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। ବୁଝି ବିଚାରି ନିଷ୍ପତ୍ତି ନିଅନ୍ତୁ। ଅସୁସ୍ଥ ଅନୁଭବ କରିବେ।

ବିଚ୍ଛା: ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ। କୌଣସି କାର୍ଯ୍ୟ କରିବାକୁ ଇଚ୍ଛା ହେବ ନାହିଁ।

ଧନୁ:  ଆର୍ଥିକ ସ୍ଥିତି ଭଲ ରହିବ। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

ମକର:  ସାହିତ୍ୟ ଓ କଳା କ୍ଷେତ୍ରରେ ରୁଚି ବଢ଼ିବ। ମାଆଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିବେ। ଦ୍ୱନ୍ଦ୍ୱ ଭିତରେ ରହିବେ।

କୁମ୍ଭ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି। ପିଲାଙ୍କୁ ନେଇ ଚିନ୍ତିତ ରହିବେ।

ମୀନ:  ମା’ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ। ଶରୀର ଫୂର୍ତ୍ତି ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ। 

 



from Odisha Reporter https://ift.tt/2vSN35d

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages