ଆଜି ୧୨ ଘଣ୍ଟିଆ ନୟାଗଡ଼ ବନ୍ଦ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 5, 2020

ଆଜି ୧୨ ଘଣ୍ଟିଆ ନୟାଗଡ଼ ବନ୍ଦ

ନୟାଗଡ଼( ଆର୍ତ୍ତତ୍ରାଣ ପ୍ରଧାନ): ଆଜି ନୟାଗଡ଼ ବନ୍ଦ । ସକାଳ ୬ଟାରୁ ସଂଧ୍ୟା  ୬ଟା ପର୍ଯ୍ୟନ୍ତ ବନ୍ଦ ପାଳନ କରୁଛି ନୟାଗଡ଼ ଚିନିକଳ କ୍ରିୟାନୁଷ୍ଠାନ କମିଟି।ଚିନିକଳ ଶ୍ରମିକ, କର୍ମଚାରୀ ଏବଂ ଚାଷୀଙ୍କ ବକେୟା ରାଶି ଫେରାଇବା ଏବଂ ଚିନିକଳକୁ ପୁନଃ କାର୍ଯ୍ୟକ୍ଷମ କରାଇବା ଦାବିରେ ଆଜି ବନ୍ଦ ପାଳନ କରୁଛି କ୍ରିୟାନୁଷ୍ଠାନ କମିଟି ।

ଏହି ବନ୍ଦ ପାଳନକୁ ସମର୍ଥନ କରୁଛନ୍ତି ଜିଲ୍ଲାର କୃଷକ,ଶ୍ରମିକ ଆଦି ଅନେକ ସଂଗଠନ। ତେବେ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ପ୍ରଥମେ ରେଳରୋକ ହୋଇଛି । ଏବଂ ସମଗ୍ର ଜିଲ୍ଲାର ସଡକପଥ, ଦୋକାନ,ବଜାର, ସରକାରୀ ଏବଂ ବେସରକାରୀ ଅନୁଷ୍ଠାନ ଆଜି ବନ୍ଦ ରହିବ। ଆନ୍ଦୋଳନକାରୀମାନେ ସରକାରୀ ଓ ବେସରକାରୀ କାର୍ଯ୍ୟାଳୟ ଓ ଅନୁଷ୍ଠାନ ବନ୍ଦ କରିବେ ବୋଲି ମଧ୍ୟ ଚେତାବନୀ ଦେଇଛନ୍ତି। 



from Odisha Reporter https://ift.tt/2Iq5WiA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages