ଶ୍ରୀଜିଉଙ୍କ ଦର୍ଶନ କଲେ ଶ୍ରୀଶ୍ରୀ ରବିଶଙ୍କର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, March 6, 2020

ଶ୍ରୀଜିଉଙ୍କ ଦର୍ଶନ କଲେ ଶ୍ରୀଶ୍ରୀ ରବିଶଙ୍କର

ପୁରୀ (ଓଡ଼ିଶା ରିପୋର୍ଟର): ଆଧ୍ୟାତ୍ମିକ ଗୁରୁ ଶ୍ରୀ ଶ୍ରୀ ରବିଶଙ୍କର ଗତକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଥିଲେ। ଶ୍ରୀଜିଉଙ୍କ ଦର୍ଶନ ପରେ ସେ ଅତ୍ୟନ୍ତ ଶାନ୍ତି ଅନୁଭବ କରିଛନ୍ତି ବୋଲି ସେ କହିଥିଲେ। ଶ୍ରୀମନ୍ଦିରକୁ ସବୁବର୍ଗର ଲୋକ ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିପାରୁଥିବାରୁ ଏହାକୁ ପ୍ରଶଂସା କରିଥିଲେ। ଏହାସହ ଶ୍ରୀମନ୍ଦିର ସମ୍ମୁଖ ସୌନ୍ଦର୍ଯ୍ୟକୁ ବେଶ୍ ପ୍ରଶଂସା କରିଥିଲେ।

ପୁରୀରେ ଏକ କାର୍ଯ୍ୟକ୍ରମରେ ଯୋଗଦାନ କରିବା ଅବସରରେ ଶ୍ରୀ ଶ୍ରୀ ରବିଶଙ୍କର ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିଥିଲେ। ଜିଲ୍ଲା ପ୍ରଶାସନ ପକ୍ଷରୁ ଉପ ଜିଲ୍ଲାପାଳ ଓ ବରିଷ୍ଠ ପୁଲିସ୍‌ ଅଧିକାରୀଙ୍କ ସହ ସେ ଶ୍ରୀଜିଉଙ୍କ ଦର୍ଶନ କରିଥିଲେ।



from Odisha Reporter https://ift.tt/3ax5Xx5

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages