ଓଲଟି ପଡ଼ିଲା ଆମ୍ବୁଲାନ୍ସ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, March 21, 2020

ଓଲଟି ପଡ଼ିଲା ଆମ୍ବୁଲାନ୍ସ

ନୀଳଗିରି (ବିଶ୍ୱମ୍ୱର ଦାସ): ବାଲେଶ୍ୱର ଜିଲ୍ଲା ଔପଦା ବଜାର ନିକଟ ୟୁକୋ ବ୍ୟାଙ୍କ ପାଖ ରାସ୍ତାରେ ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଆମ୍ବୁଲାନ୍ସଟି ରାସ୍ତାରୁ ଖସି ଏହା କଡ଼ରେ ଥିବା ଏକ ଯୋରରେ ଓଲଟି ପଡ଼ିଛି।

ଗତକାଲି ରାତିରେ ଏହି ଆମ୍ୱୁଲାନ୍ସଟି  ଔପଦା ଡାକ୍ତରଖାନାରୁ ଜଣେ ରୋଗୀଙ୍କୁ ନେଇ ଯାଇଥିଲା। ସେଠାରୁ ଫେରୁଥିବା ବେଳେ ଏହା ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଏଥିରେ କେବଳ ଡ୍ରାଇଭର ଥିଲେ ଓ ଦୁର୍ଘଟଣା ପରେ ସେ ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ।



from Odisha Reporter https://ift.tt/3beiXYP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages