୧ ଏପ୍ରିଲ, ବୁଧବାର: କୌଣସି କଥାକୁ ନେଇ ଚିନ୍ତିତ ରହିବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 31, 2020

୧ ଏପ୍ରିଲ, ବୁଧବାର: କୌଣସି କଥାକୁ ନେଇ ଚିନ୍ତିତ ରହିବେ

ମେଷ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ପ୍ରତିଦ୍ୱନ୍ଦୀଙ୍କଠାରୁ  ବିଜୟୀ ହେବେ।

ବୃଷ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମିଥୁନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଖର୍ଚ୍ଚ ବଢ଼ିବ।

କର୍କଟ: ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ। ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।  ପରିବାରରେ ହସଖୁସିର ବାତାବରଣ ରହିବ।

ସିଂହ: ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି। ଆଖିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କନ୍ୟା: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ସ୍ୱାଦିଷ୍ଟ ଖାଦ୍ୟ ଖାଇବେ।

ତୁଳା: ମାନ-ସମ୍ମାନ ମିଳିବ। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

ବିଚ୍ଛା: ଆତ୍ମବିଶ୍ୱାସ ବଢ଼ିବ। ଦା ମ୍ପତ୍ୟ ଜୀବନ ଭଲରେ କଟିବ।  ମାଆ ଲକ୍ଷ୍ମୀଙ୍କ ଆଶୀର୍ବାଦ ମିଳିବ।

ଧନୁ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ। ବୌଦ୍ଧିକ ଚର୍ଚ୍ଚାଠାରୁ ଦୂରେଇ ରୁହନ୍ତୁ।

ମକର: ଶରୀର ଫୂର୍ତ୍ତି ରହିବ। ମାନ-ସମ୍ମାନ ମିଳିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: ଶରୀର ଫୂର୍ତ୍ତି ରହିବ। ଜୀବନ ସାଥୀଙ୍କ ସହଯୋଗ ମିଳିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ।

ମୀନ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଅଳସୁଆ ଅନୁଭବ କରିପାରନ୍ତି। କାଉଙ୍କୁ ଖାଇବାକୁ ଦିଅନ୍ତୁ।

 



from Odisha Reporter https://ift.tt/2JsGvNA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages