ଟ୍ରାକ୍ଟର ଓଲଟି ଜଣେ ମୃତ, ୨ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, March 2, 2020

ଟ୍ରାକ୍ଟର ଓଲଟି ଜଣେ ମୃତ, ୨ ଗୁରୁତର

ବୌଦ୍ଧ (ଭାର୍ଜନ କୁମାର ପ୍ରଧାନ): ବୌଦ୍ଧ ଜିଲ୍ଲା ମନମୁଣ୍ଡା ଥାନା ଶଗଡ଼ା ପଞ୍ଚାୟତର ପୌକା ଗାଁ ନିକଟରେ ଗତକାଲି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବାଲି ବୋଝେଇ ଟ୍ରକ୍ ରାସ୍ତା କଡ଼କୁ ଓଲଟି ପଡ଼ିବାରୁ ଜଣେ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି।

ମୃତ ଶ୍ରମିକଙ୍କ ନାଁ ପ୍ରଶାନ୍ତ ଦୀପ। ତାଙ୍କ ଘର କମାରପଡ଼ାରେ। ଆହତମାନଙ୍କୁ ସୋନପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ବାଘ ନଦୀରୁ ବାଲି ନେଇ ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଥିଲା ମନମୁଣ୍ଡା ପୁଲିସ୍ ଘଟଣାର ଅଧିକ ତଦନ୍ତ କରୁଛି।



from Odisha Reporter https://ift.tt/32Kn1Nj

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages