୬୦ରୁ ଊର୍ଦ୍ଧ୍ୱ ହାଟଚାଳି ଜଳିଗଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, March 11, 2020

୬୦ରୁ ଊର୍ଦ୍ଧ୍ୱ ହାଟଚାଳି ଜଳିଗଲା

ନିଆଳି (ବିନୟ ମିଶ୍ର): କଟକ ଜିଲ୍ଲା ନିଆଳି ସାପ୍ତାହିକ ହାଟରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ୬୦ରୁ ଅଧିକ ଚାଳି ଜଳିଯାଇଛି। କେହି ଦୁର୍ବୃତ୍ତ ନିଆଁ ଲଗାଇ ଦେଇଥିବା ସନ୍ଦେହ କରାଯାଉଛି। ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଜିନିଷ ପତ୍ର ପୋଡ଼ି ପାଉଁଶ ହୋଇଯାଇଛି। ଏନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି।

ଆଜି ସାପ୍ତାହିକ ହାଟ ଥିବାରୁ ଜିନିଷପତ୍ର ଧରି ହନ୍ତସନ୍ତ ହୋଇଛନ୍ତି ବ୍ୟବସାୟୀ। ପୂର୍ବରୁ ଏହି ହାଟରେ ଚାରି ଥର ନିଆଁ ଲାଗିଥିବା ଜଣାଯାଇଛି।



from Odisha Reporter https://ift.tt/2vaWfRU

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages