ଗୁଜବ ପ୍ରଚାର କରୁଥିଲେ, ବନ୍ଧା ହେଲେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 17, 2020

ଗୁଜବ ପ୍ରଚାର କରୁଥିଲେ, ବନ୍ଧା ହେଲେ

ଅନୁଗୁଳ(ବିରଜା ଦାସ): କରୋନାକୁ ନେଇ ଗୁଜବ ପ୍ରଚାର କରିବା ଅଭିଯୋଗରେ ଅନୁଗୁଳ କୋଲିୟରୀ ପୁଲିସ୍‌ ଜଣେ ଯୁବକଙ୍କୁ ଗିରଫ କରିଛି।

ଅଭିଯୋଗ ଅନୁଯାୟୀ, ଅନୁଗୁଳ ନୂଆଁହତା ଗାଁର ଜଣେ ଯୁବକଙ୍କ କରୋନାରେ ମୃତ୍ୟୁ ହୋଇଥିବା ନେଇ ଗିରଫ ଯୁବକ ଜଣକ ନିଜ ଫେସବୁକ୍ ଆକାଉଣ୍ଟରେ ଗୁଜବ ପ୍ରଚାର କରିଥିଲେ। ଯାହାକୁ ନେଇ ସ୍ଥାନୀୟ ଅଞ୍ଚଳରେ ଲୋକଙ୍କ ମଧ୍ୟରେ ଭୟ ସୃଷ୍ଟି ହୋଇଥିଲା।

ଏହି ଘଟଣାକୁ ନେଇ ଥାନାରେ ଏତଲା ହେବା ପରେ ସମ୍ପୃକ୍ତ ଯୁବକଙ୍କୁ ଗିରଫ କରାଯାଇଥିବା ଉତ୍ତର-କେନ୍ଦ୍ରାଞ୍ଚଳ IG ନରସିଂହ ଭୋଳ ସୂଚନା ଦେଇଛନ୍ତି। ଏହାସହ ଆଗାମୀ ଦିନରେ ଏଭଳି କାର୍ଯ୍ୟରୁ ନିବୃତ ରହିବା ସହ ଗୁଜବ ପ୍ରଚାର ନ କରିବାକୁ ଉତ୍ତର-କେନ୍ଦ୍ରାଞ୍ଚଳ IG ଜନସାଧାରଣଙ୍କୁ ନିବେଦନ କରିଛନ୍ତି।



from Odisha Reporter https://ift.tt/2UgTgzP

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages