ନାମାଙ୍କନ ପତ୍ର ଦାଖଲ କଲେ ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, March 10, 2020

ନାମାଙ୍କନ ପତ୍ର ଦାଖଲ କଲେ ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):  ବିଜେଡିର ୪ ରାଜ୍ୟସଭା ପ୍ରାର୍ଥୀ ଆଜି ବିଧାନସଭାରେ ରିଟର୍ଣ୍ଣିଂ ଅଫିସରଙ୍କ ନିକଟରେ  ନାମାଙ୍କନପତ୍ର ଦାଖଲ କରିଛନ୍ତି। ନାମାଙ୍କନପତ୍ର ଦାଖଲର ଶେଷ ଦିନରେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ଅନ୍ୟ ବିଧାୟକଙ୍କ ଉପସ୍ଥିତିରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ୪ ଆଶାୟୀ ପ୍ରାର୍ଥୀ।

ବିଜେଡ଼ି ପକ୍ଷରୁ ସୁବାସ ସିଂ, ମୁନ୍ନା ଖାଁ, ସୁଜିତ କୁମାର ଓ ମମତା ମହାନ୍ତଙ୍କୁ ରାଜ୍ୟସଭା ପ୍ରାର୍ଥୀ ଭାବେ ଘୋଷଣା କରାଯାଇଥିଲା। ସଂଖ୍ୟା ଦୃଷ୍ଟିରୁ ବିଜେଡି ୩ଟି ଆସନ ନେବା ଏକପ୍ରକାର ସୁନିଶ୍ଚିତ। ଏପଟେ ବିଜେଡି ପ୍ରାର୍ଥୀଙ୍କୁ କଂଗ୍ରେସ ସମର୍ଥନ କରିବ କି ନାହିଁ ସ୍ପଷ୍ଟ ହୋଇନଥିବାବେଳେ ବିଜେପି ମଧ୍ୟ ପ୍ରାର୍ଥୀ ଦେବ କି ନାହିଁ ଘୋଷଣା କରିନାହିଁ। ତେଣୁ ୪ର୍ଥ ଆସନ ମଧ୍ୟ ବିଜେଡି ଖାତାକୁ ଯିବାର ସମ୍ଭାବନା ଅଧିକ ରହିଛି।



from Odisha Reporter https://ift.tt/38FH8h1

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages