ଗଣ୍ଡଗୋଳ ନେଲା ସାଂଘାତିକ ରୂପ, ଯୁବକ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, March 5, 2020

ଗଣ୍ଡଗୋଳ ନେଲା ସାଂଘାତିକ ରୂପ, ଯୁବକ ଗୁରୁତର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜଧାନୀରେ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ଗଣ୍ଡଗୋଳ ସାଂଘାତିକ ରୂପ ଧାରଣ କରିଛି।  ଗୋଟିଲ ଗୋଷ୍ଠିର ମରଣାନ୍ତକ ଆକ୍ରମଣରେ ଅପର ଗୋଷ୍ଠିର ଜଣେ ଯୁବକ ଗୁରୁତର ହୋଇଛି। ।

IRC ଭିଲେଜ୍ ଅଞ୍ଚଳରେ ଜଣେ  ଯୁବକଙ୍କୁ ଏଭଳି ଆକ୍ରମଣ କରାଯାଇଛି। ଦୁର୍ବୃତ୍ତମାନେ ଯୁବକଙ୍କୁ ଅତି ବିଭତ୍ସ ଭାବେ ହାଣିଛନ୍ତି। ଗାଳିଗୁଲଜକୁ କେନ୍ଦ୍ର କରି ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଗୋଟିଏ ଗୋଷ୍ଠୀ ଯୁବକଙ୍କୁ ଏଭଳି ଆକ୍ରମଣ କରିଥିବା ଜଣାପଡ଼ିଛି। ଗଣ୍ଡଗୋଳରେ ଜଣେ ଗୁରୁତର ହୋଇଥିବା ବେଳେ ଆଉ ଜଣେ ଆହତ ହୋଇଛନ୍ତି। ସେମାନଙ୍କୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।



from Odisha Reporter https://ift.tt/2TJSxH4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages