୨ ମାର୍ଚ୍ଚ, ସୋମବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 1, 2020

୨ ମାର୍ଚ୍ଚ, ସୋମବାର: ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ

ମେଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ଖର୍ଚ୍ଚ ବଢ଼ିବ।

ବୃଷ:  ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଦାମ୍ପତ୍ୟ ଜୀବନ ଖୁସିରେ କଟିବ। ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହେବେ।

ମିଥୁନ: ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଆର୍ଥିକ ସ୍ଥିତି ଭଲ ରହିବ। ବ୍ୟସ୍ତତା ଭିତରେ ଦିନଟି କଟିବ।

କର୍କଟ: ପଦୋନ୍ନତିର ଯୋଗ ରହିଛି। ବ୍ୟବସାୟରେ ଲାଭ ମିଳିବ। ଧନପ୍ରାପ୍ତି ଯୋଗ ରହିଛି।

ସିଂହ:  ଅଟକି ରହିଥିବା କାର୍ଯ୍ୟ ସଂପୂର୍ଣ୍ଣ କରିବେ। ଘରକୁ ଅତିଥି ଆସିପାରନ୍ତି। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ।

କନ୍ୟା:  ମନ ପ୍ରଫୁଲ୍ଲିତ ରହିବ। ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ନୂତନ କାର୍ଯ୍ୟ କରିବାକୁ ଯୋଜନା କରିପାରନ୍ତି।

ତୁଳା: ମନୋରଞ୍ଜନ ସ୍ଥାନକୁ ବୁଲିବାକୁ ଯାଇପାରନ୍ତି। ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।

ବିଚ୍ଛା:  ଦିନଟି ଭଲରେ କଟିବ। ଘରେ ମାଙ୍ଗଳିକ କାର୍ଯ୍ୟ ଅନୁଷ୍ଠିତ ହୋଇପାରେ। ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତିତ ରହିପାରନ୍ତି।

ଧନୁ: ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ। କଳା ଓ ସାହିତ୍ୟ କ୍ଷେତ୍ରରେ ରୁଚି ବଢ଼ିବ।

ମକର: ଶରୀର ଫୂର୍ତ୍ତି ରହିବ। ମାନ-ସମ୍ମାନ ମିଳିବ। ଛାତିରେ ଯନ୍ତ୍ରଣା ଅନୁଭବ କରିପାରନ୍ତି।

କୁମ୍ଭ: କୌଣସି କଥାକୁ ନେଇ ଚିନ୍ତିତ ରହିବେ। ଆର୍ଥିକ ସ୍ଥିତି ଭଲ ରହିବ। ମାଆଙ୍କ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ।

ମୀନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଖାଦ୍ୟପେୟର ଯତ୍ନ ନିଅନ୍ତୁ। ମାଲିମକଦ୍ଦମାରେ ବିଜୟୀ ହେବେ।



from Odisha Reporter https://ift.tt/39qxbFi

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages