‘ଗାଡ଼ି ପାସ୍‌ର ନବୀକରଣ ଅନାବଶ୍ୟକ’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, March 29, 2020

‘ଗାଡ଼ି ପାସ୍‌ର ନବୀକରଣ ଅନାବଶ୍ୟକ’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଲକ୍‌ଡାଉନ୍‌ ପାଇଁ କମିଶନରେଟ୍ ପୁଲିସ୍‌ ପକ୍ଷରୁ ଜାରି ହୋଇଥିବା ସମସ୍ତ ଗାଡ଼ି ପାସ୍‌ର ନବୀକରଣ ଅନାବଶ୍ୟକ। କୋଭିଡ୍-୧୯ ଜନିତ ସ୍ଥିତିରେ ସୁଧାର ନ ଆସିବା ପର୍ଯ୍ୟନ୍ତ ଏହି ପାସ୍‌ ବୈଧ ରହିବ ବୋଲି ସ୍ପଷ୍ଟ କରିଛନ୍ତି ପୁଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ସେ ଟ୍ୱିଟ୍‌ କରି ଏହି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ମାର୍ଚ୍ଚ ୨୯ ତାରିଖ ପର୍ଯ୍ୟନ୍ତ ଜାରି ହୋଇଥିବା ସବୁ ଗାଡ଼ି ପାସ୍‌ର ‌ଆଉ ନବୀକରଣର ଆବଶ୍ୟକତା ନାହିଁ। ନବୀକରଣ ପାଇଁ ପୁଲିସ ପାଖକୁ ନ ଆସିବା ଲାଗି ସେ ସ୍ପଷ୍ଟ କରିଛନ୍ତି।

 

 



from Odisha Reporter https://ift.tt/3dHjxQL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages