ବାଲେଶ୍ୱର( ଓଡ଼ିଶା ରିପୋର୍ଟର): ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ଅଙ୍ଗୁଆ ଗାଁର ଜଣେ ବ୍ୟକ୍ତିଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର ହୋଇଛି। ମୃତ ବ୍ୟକ୍ତି ଜଣଙ୍କ ହେଲେ କାଳିଚରଣ।
ଆଜି ସକାଳେ ଗାଁ ପାଖ ବିଲରେ ମୃତଦେହଟି ପଡ଼ିଥିବା ସ୍ଥାନୀୟ ଲୋକେ ଦେଖିଥିଲେ। ଏନେଇ ପରିବାର ଲୋକଙ୍କୁ ଖବର ଦେଇଥିଲେ। କାଳିଚରଣଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି। ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି। ପୁଲିସ୍ କାଳିଚରଣଙ୍କ ଭାଉଜଙ୍କୁ ଅଟକ ରଖି ପଚରାଉଚରା କରୁଛି।
from Odisha Reporter https://ift.tt/2vNe7Tv
No comments:
Post a Comment