ନାଳ ଭିତରକୁ ପଶିଗଲା ଟ୍ରାକ୍ଟର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, March 4, 2020

ନାଳ ଭିତରକୁ ପଶିଗଲା ଟ୍ରାକ୍ଟର

ସୋନପୁର(ରବୀନ୍ଦ୍ର ହୋତା): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଳକ୍‌ କାଲିମୁଣ୍ଡା-ଜନକପୁର ରାସ୍ତାର ରେଙ୍ଗାଳି ନାଳ ଭିତରକୁ  ଆଜି ଏକ ଟ୍ରାକ୍ଟର ଓଲଟି ପଡ଼ିବାରୁ ଡ୍ରାଇଭର ଓ ହେଲପରଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ଡ୍ରାଇଭର ବଳରାମ ଖଡ଼ିଆ ଓ ହେଲପର ଲକ୍ଷ୍ମୀକାନ୍ତ ପ୍ରଧାନ।

ବାଲି ଅନ୍‌ଲୋଡ କରି ଫେରୁଥିବା ବେଳେ ଭାରସାମ୍ୟ ହରାଇ ଟ୍ରାକ୍ଟରଟି ରେଙ୍ଗାଳି ନାଳ ଭିତରକୁ ଓଳଟି ପଡ଼ିଥିଲା। ଫଳରେ ଉଭୟ ଡ୍ରାଇଭର ଓ ହେଲପର ଟ୍ରାକ୍ଟର ତଳେ ଚାପି ହୋଇ ପ୍ରାଣ ହରାଇଥିଲେ। ହେଲପର ଗାଡ଼ି ଚଲାଉଥିବାରୁ ଏଭଳି ଦୁର୍ଘଟଣା ଘଟିଥିବା ସନ୍ଦେହ କରାଯାଉଛି। ବୀରମହାରାଜପୁରରୁ ଅଗ୍ନିଶମ କର୍ମଚାରୀ ପହଞ୍ଚି ମୃତଦେହ ଉଦ୍ଧାର କରିଥିବା ଜଣାଯାଇଛି।



from Odisha Reporter https://ift.tt/2uYZX14

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages