ବିଚ୍ ରାସ୍ତାରେ ଚକ୍ରଧରଙ୍କୁ ହତ୍ୟା ! - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 10, 2020

ବିଚ୍ ରାସ୍ତାରେ ଚକ୍ରଧରଙ୍କୁ ହତ୍ୟା !

ବାଲେଶ୍ୱର (ଓଡ଼ିଶା ରିପୋର୍ଟର): ବାଲେଶ୍ୱର ସଦର ଥାନା ଅନ୍ତର୍ଗତ ସଇପୁର ଗାଁରେ ବିଚ୍ ରାସ୍ତାରେ ଜଣେ ଯୁବକଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ମୃତ ଯୁବକ ଜଣଙ୍କ ସଇପୁର ନିକଟ ଶେଖ୍ ପାଟଣା ଗାଁର ଚକ୍ରଧର ବାରିକ। ତାଙ୍କୁ ଯୋଜନାବଦ୍ଧ ଭାବେ ହତ୍ୟା କରାଯାଇଥିବା ନେଇ ତାଙ୍କ ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଖବର ପାଇ ସାଇଣ୍ଟିଫିକ୍ ଟିମ୍‌ ସହିତ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିଛି। ତା’ସହିତ ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇ ଅଧିକ ଅନୁସନ୍ଧାନ ଜାରି ରଖିଛି।



from Odisha Reporter https://ift.tt/2Xs2AEc

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages