ଲକ୍‌ ଡାଉନ ନ ବଢ଼ିଲେ ବାତିଲ ହେବ ଖରା ଛୁଟି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 28, 2020

ଲକ୍‌ ଡାଉନ ନ ବଢ଼ିଲେ ବାତିଲ ହେବ ଖରା ଛୁଟି

କଟକ(ଓଡ଼ିଶା ରିପୋର୍ଟର): ମେ୩ ପରେ ଯଦି ଲକ୍‌ଡାଉନ୍ ନ ବଢ଼େ ତେବେ ଉଭୟ ଓଡ଼ିଶା ହାଇକୋର୍ଟ ଓ ତଳକୋର୍ଟର ଖରା ଛୁଟି ବାତିଲ ହେବ। ଏନେଇ ଓଡିଶା ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।

ଓଡିଶା ହାଇକୋର୍ଟ ବାର୍‌ ଆସୋସିଏସନର ସଭାପତି, ଉପସଭାପତି, ସମ୍ପାଦକ ଓ ଆଡଭୋକେଟ ଜେନେରାଲଙ୍କ ସହ ବିଚାରବିମର୍ଶ ପରେ ହାଇକୋର୍ଟଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।

ଲକ୍‌ ଡାଉନ୍‌ରେ କୋର୍ଟ ବନ୍ଦ ଥିବାରୁ ଖରାଛୁଟିରେ କୋର୍ଟ କାର୍ଯ୍ୟ ଚାଲିବ ବୋଲି ସୂଚନା ମିଳିଛି।



from Odisha Reporter https://ift.tt/3f4Qc3I

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages