ଓଡ଼ିଶାରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ; ସଂଖ୍ୟା ୪୪ ଛୁଇଁଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 9, 2020

ଓଡ଼ିଶାରେ ଆଉ ୨ କରୋନା ଆକ୍ରାନ୍ତ ଚିହ୍ନଟ; ସଂଖ୍ୟା ୪୪ ଛୁଇଁଲା

ଭୁବନେଶ୍ୱର ( ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ଦୁଇ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଜଣେ କରୋନା ଆକ୍ରାନ୍ତଙ୍କ ଘର ଢେଙ୍କାନାଳ ଜିଲ୍ଲାର ହୋଇଥିବା ଅନ୍ୟ ଜଣଙ୍କ ଘର ପଶ୍ଚିମବଙ୍ଗ ମେଦିନିପୁର ଅଞ୍ଚଳର ବୋଲି ଜଣାପଡ଼ିଛି। ତେବେ ଢେଙ୍କାନାଳର ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ଜଣଙ୍କ ମହିଳା ବୋଲି ଜଣାପଡ଼ିଛି। ତାଙ୍କ ବୟସ ୫୧।


ସେହିପରି ମେଦିନିପୁର ଅଞ୍ଚଳର ଚିହ୍ନଟ ହୋଇଥିବା କରୋନା ଆକ୍ରାନ୍ତ ଜଣଙ୍କ ଭୁବନେଶ୍ୱର ଘରୋଇ କ୍ଲିନିକରେ ଚିକିତ୍ସାଧୀନ ଥିଲେ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମ୍ପୃକ୍ତ ଆକ୍ରାନ୍ତଙ୍କ ସଂସ୍ପର୍ଶରେ କିଏ କିଏ ଆସିଛନ୍ତି ସେନେଇ ତନାଘନା ଛାଲିଛି ।

ତେବେ ଆଜିର କରୋନା ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ଏଯାଏଁ ୪୪ ଛୁଇଁଛି।



from Odisha Reporter https://ift.tt/2JTc8jE

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages