‘ବିନା ଭକ୍ତରେ ହେବ ଚନ୍ଦନ ଯାତ୍ରା’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 14, 2020

‘ବିନା ଭକ୍ତରେ ହେବ ଚନ୍ଦନ ଯାତ୍ରା’

ପୁରୀ (ଓଡ଼ିଶା ରିପୋର୍ଟର): କରୋନା ପାଇଁ ଚଳିତ ବର୍ଷ ବିନା ଭକ୍ତରେ ଚନ୍ଦନ ଯାତ୍ରା ହେବ। ସାମାଜିକ ଦୂରତା ରଖି ଚନ୍ଦନ ଯାତ୍ରାର ସମସ୍ତ ନୀତିକାନ୍ତି ସମ୍ପାଦନ କରାଯିବ ବୋଲି ବରିଷ୍ଠ ସେବାୟତ ବିନାୟକ ଦାସମହାପାତ୍ର ସୂଚନା ଦେଇଛନ୍ତି।

ସେ କହିଛନ୍ତି,“ ଆସନ୍ତା ୨୬ ତାରିଖରେ ଚନ୍ଦନ ଯାତ୍ରା ହେବ। ସେଥିପାଇଁ ସବୁ ପ୍ରସ୍ତୁତି ସରି ଗଲାଣି। ଚନ୍ଦନ ଯାତ୍ରା ପରେ ରଥଯାତ୍ରାର ପ୍ରସ୍ତୁତି ଆରମ୍ଭ ହେବ। ଯଦି କରୋନା ଅତି ଭୟଙ୍କର ରୂପ ନିଏ, ତେବେ ବିନା ଭକ୍ତରେ ମହାପ୍ରଭୁଙ୍କ ଘୋଷଯାତ୍ରା ମଧ୍ୟ ହେବ।”

ସେ ଆହୁରି କହିଛନ୍ତି, “ଭକ୍ତମାନେ ଘରେ ବସି ଟିଭି ମାଧ୍ୟମରେ ରଥଯାତ୍ରା ଦେଖିବେ। ହେଲେ ରଥଯାତ୍ରା କେବେ ବନ୍ଦ ହେବନି।”



from Odisha Reporter https://ift.tt/2RE8P4q

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages