ଆଜି ରାଜ୍ୟ କ୍ୟାବିନେଟ ବୈଠକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 8, 2020

ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ୱର(ଓଡିଶା ରିପୋର୍ଟର): ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଜି ବସିବ। ପୂର୍ବାହ୍ନ ୧୦ଟା ୪୫ ମିନିଟରେ  ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ  ଏହି ବୈଠକ ଅନୁଷ୍ଠିତ ହେବ ।

ତେବେ ପ୍ରଥମଥର ପାଇଁ ଭିଡିଓ କନ୍‌ଫରେନସିଂ ଜରିଆରେ ଅନୁଷ୍ଠିତ ହେବ ଏହି କ୍ୟାବିନେଟ୍ ବୈଠକ। ମୁଖ୍ୟମନ୍ତ୍ରୀ ନବୀନ ନିବାସରେ ରହି ଏଥିରେ ଅଧ୍ୟକ୍ଷତା କରିବେ ।

ଏହି ବୈଠକରେ କରୋନା ଭାଇରସର ମୁକାବିଲା ନେଇ ରାଜ୍ୟ ସରକାର କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାର ସମ୍ଭାବନା ରହିିଛି । କ୍ୟାବିନେଟ୍ ପରେ ଦିନ ୧୧ଟା ୩୦ରେ କରୋନା ସଂକ୍ରାନ୍ତୀୟ ମନ୍ତ୍ରିସ୍ତରୀୟ ବୈଠକ ମଧ୍ୟ ବସିବ।



from Odisha Reporter https://ift.tt/34t2ZI7

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages