୧୯ଟି ଜିଲ୍ଲାରେ ବର୍ଷା ସହ ହେବ ବଜ୍ରପାତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, April 24, 2020

୧୯ଟି ଜିଲ୍ଲାରେ ବର୍ଷା ସହ ହେବ ବଜ୍ରପାତ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟର ୧୯ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ । ଏହାସହ ଘଡ଼ଘଡ଼ି ମାରିବ। ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଜାରି କରାଯାଇଛି। ଏହାସହ ଦିନ ୧୦ଟା ୩୦ ଯାଏ ସତର୍କ ରହିବାକୁ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି।

ସେହି ଜିଲ୍ଲାଗୁଡ଼ିକ ହେଲା ଗଞ୍ଜାମ, ସମ୍ବଲପୁର, ଝାରସୁଗୁଡ଼ା, ବାଲେଶ୍ୱର, ମୟୂରଭଞ୍ଜ,  କେନ୍ଦୁଝର, ଭଦ୍ରକ, ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ, ଦେବଗଡ଼, କଟକ, ଖୋର୍ଦ୍ଧା, ନୟାଗଡ଼, ବୌଦ୍ଧ, କନ୍ଧମାଳ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା।

ସୂଚନାଯୋଗ୍ୟ,ଗତକାଲିଠୁ ରାଜ୍ୟରେ ଅନେକ ସ୍ଥାନରେ ବର୍ଷା ଲାଗି ରହିଛି। ଆଜି ମଧ୍ୟ ସକାଳେ ବର୍ଷା ସହ ପବନ ବୋହୁଛି।



from Odisha Reporter https://ift.tt/3bFfgw2

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages