୨ ଏପ୍ରିଲ୍‌, ଗୁରୁବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 1, 2020

୨ ଏପ୍ରିଲ୍‌, ଗୁରୁବାର: ଗୁରୁଜନଙ୍କ ଆଶୀର୍ବାଦ ମିଳିବ

ମେଷ: ପରିବାର ସଦସ୍ୟଙ୍କ ସହ ମତାନ୍ତର ହୋଇପାରେ। ନୂତନ କାର୍ଯ୍ୟ କରିବା ପାଇଁ ଯୋଜନା କରିପାରନ୍ତି। ବାପାଙ୍କ ସହଯୋଗ ମିଳିବ।
ବୃଷ: ଦିନଟି ଭଲରେ କଟିବ। ଦାମ୍ପତ୍ୟ ଜୀବନ ଖୁସିର କଟିବ।ଖର୍ଚ୍ଚ ବଢ଼ିବ।

ମିଥୁନ: କଥା ଉପରେ ନିୟନ୍ତ୍ରଣ ରଖନ୍ତୁ। ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇ ପାରନ୍ତି।ମାନ-ସମ୍ମାନ ମିଳିବ।

କର୍କଟ: ଶରୀର ସୁସ୍ଥ ରହିବ। କୌଣସି କଥାକୁ ନେଇ ଚିନ୍ତିତ ରହିପାରନ୍ତି। ଅନୈତିକ କାର୍ଯ୍ୟଠାରୁ ଦୂରେଇ ରୁହନ୍ତୁ।

ସିଂହ : ଅଧିକ ପରିଶ୍ରମ କରିବେ। ଅଳସୁଆ ଅନୁଭବ କରିବେ। ରାଗ ଉପରେ ନିୟ ନ୍ତ୍ରଣ ରଖନ୍ତୁ।

କନ୍ୟା: ବାଦ-ବିବାଦ ଠାରୁ ଦୂରେଇ ରୁହନ୍ତୁ। ବନ୍ଧୁଙ୍କ ସହ ମତାନ୍ତର ହୋଇପାରେ। ଋଣ ଦିଅନ୍ତୁ ନାହିଁ।

ତୁଳା:ଗୁରୁଜନଙ୍କ ଆଶୀର୍ବାଦ ମିଳିବ। ଆର୍ଥିକ ସ୍ଥିତି ଭଲ ରହିବ। ଆତ୍ମବିଶ୍ୱାସ ବଢ଼ିବ।

ବିଚ୍ଛା: ଖାଦ୍ୟପେୟର ଯତ୍ନ ନିଅନ୍ତୁ। ଆଣ୍ଠୁରେ ଯନ୍ତ୍ରଣା ଅନୁଭବ କରିବେ। ଇଶ୍ୱରଙ୍କୁ ଆରଧନା କରନ୍ତୁ।

ଧନୁ: ସାହିତ୍ୟ ଓ କଳାକ୍ଷେତ୍ରରେ ରୁଚି ବଢ଼ିବ। ଅପରାହ୍ଣ ପରେ ଖୁସି ଖବର ଶୁଣି ପାରନ୍ତି। ଜୀବନସାଥୀଙ୍କ ସହଯୋଗ ମିଳିବ।

ମକର: ଦ୍ୱନ୍ଦ୍ୱ ଭିତରେ ରହିବେ। ସ୍ୱାଦିଷ୍ଟ ଖାଦ୍ୟ ଖାଇପାରନ୍ତି। ବ୍ୟସ୍ତତା ଭିତରେ ଦିନଟି କଟିବ।

କୁମ୍ଭ: ନକାରାତ୍ମକ ଚିନ୍ତାଠାରୁ ଦୂରେଇ ରୁହନ୍ତୁ। ଅଧିକ ପରିଶ୍ରମ କରିବେ।  ଶତ୍ରୁଙ୍କଠାରୁ ଦୂରେଇ ରୁହନ୍ତୁ।

ମୀନ: ତରବରିଆ ହୋଇ କୌଣସି ନିଷ୍ପତ୍ତି ନିଅନ୍ତୁ ନାହିଁ। ମନ ପ୍ରଫୁଲ୍ଲିତ ରହିବ। ବିପରୀତ ଲିଙ୍ଗ ବ୍ୟକ୍ତିଙ୍କ ପ୍ରତି ଆକର୍ଷିତ ହୋଇପାରନ୍ତି।



from Odisha Reporter https://ift.tt/34ajvNa

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages