ଝୁଲନ୍ତା ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 15, 2020

ଝୁଲନ୍ତା ମୃତଦେହ ଉଦ୍ଧାର

ବଲାଙ୍ଗିର(ଘଟେଶ୍ୱର ମିଶ୍ର): ବଲାଙ୍ଗିର ସହର ଉପକଣ୍ଠ  ଆରଟିଓ ଅଫିସ୍‌ ଛକ ନିକଟ ଏକ ଗଛରୁ  ଜଣେ ବ୍ୟକ୍ତିଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।  ମୃତକଙ୍କ ନାଁ  ରୁଷି ସାହୁ। ସେ ବଲାଙ୍ଗିର ପୌରସଂସ୍ଥାର ଡ୍ରାଇଭର ଭାବେ କାମ କରୁଥିଲେ ।

ଆଜି ସକାଳେ ସ୍ଥାନୀୟ ଲୋକେ ମୃତଦେହ ଝୁଲୁଥିବା ଦେଖି ବଲାଙ୍ଗିର ଟାଉନ ଥାନାକୁ ଖବର ଦେଇଥିଲେ। ପୁଲିସ୍‌ ଘଟଣାସ୍ଥଳରେ ପହଞ୍ଚି  ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ମୃତ୍ୟୁର କାରଣ ଜଣାପଡ଼ି ନାହିଁ।



from Odisha Reporter https://ift.tt/3cnyKVW

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages