ଗୁରୁବାର ବି ସମସ୍ତ ରିପୋର୍ଟ ନେଗେଟିଭ୍‌ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 16, 2020

ଗୁରୁବାର ବି ସମସ୍ତ ରିପୋର୍ଟ ନେଗେଟିଭ୍‌

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): କରୋନା ଲଢ଼େଇରେ ରାଜ୍ୟ ପାଇଁ ବଡ଼ ଖୁସି ଖବର ରହିଛି। ଦୁଇ ଦିନ ହେବ ବଢ଼ିନାହିଁ କରୋନା ପଜିଟିଭ ସଂଖ୍ୟା। ବୁଧବାର ସମସ୍ତ ନମୁନା ନେଗେଟିଭ୍‌ ଆସିଥିବା ବେଳେ ଗୁରୁବାର ମଧ୍ୟ ରାଜ୍ୟରେ ପରୀକ୍ଷା ହୋଇଥିବା ସମସ୍ତ ସାମ୍ପଲର ରିପୋର୍ଟ ନେଗେଟିଭ୍ ଆସିଛି। ଗତକାଲି ମୋଟ ୮୪୩ଟି ନମୁନା ପରୀକ୍ଷା ହୋଇଥିଲା। ତେବେ ସମସ୍ତ ରିପୋର୍ଟ ନମୁନା ନେଗେଟିଭ୍‌ ଆସିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି।

ଗତକାଲି ସୁଦ୍ଧା ରାଜ୍ୟରେ ମୋଟ ୭,୫୭୭ ନମୁନା ପରୀକ୍ଷା ହୋଇଛି। ଏଥିରୁ ୭,୫୧୭ ନମୁନାର ରିପୋର୍ଟ ନେଗେଟିଭ୍‌ ଆସିଛି। ଅନ୍ୟପକ୍ଷରେ  ୬୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୯ ଜଣ ସୁସ୍ଥ ହୋଇସାରିଥିବା ବେଳେ ଜଣଙ୍କର ମୃତ୍ୟୁ ହୋଇଛି। ଅନ୍ୟ ୪୦ ଜଣ ଆକ୍ରାନ୍ତ ରାଜ୍ୟର ବିଭିନ୍ନ ହସ୍‌ପିଟାଲ୍‌ରେ ଚିକତ୍ସାଧୀନ ଅଛନ୍ତି।



from Odisha Reporter https://ift.tt/3bi0N90

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages