ଲକ୍‌ଡାଉନ୍‌ ବେଳେ ମଦ ଦୋକାନରୁ ଚୋରି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Tuesday, April 14, 2020

ଲକ୍‌ଡାଉନ୍‌ ବେଳେ ମଦ ଦୋକାନରୁ ଚୋରି

ରାଉରକେଲା (ସତ୍ୟାନନ୍ଦ ମହାନ୍ତି): ରାଜ୍ୟରେ ଏବେ ଲକ୍‌ଡାଉନ୍‌ ଚାଲିଥିବା ବେଳେ ରାଉରକେଲାରେ ଏକ ମଦ ଦୋକାନରୁ ମଦ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘଟଣା ଘଟିଛି ନୟାବଜାର ଅଞ୍ଚଳରେ। ଗତକାଲି ରାତିରେ ଏଠାରେ ଥିବା ଏକ ବିଦେଶୀ ମଦ ଦୋକାନର ଆଜବେଷ୍ଟସ୍ ଛାତକୁ ଭାଙ୍ଗି ମଦ ଚୋରି କରାଯାଇଛି। ଏନେଇ ପ୍ଲାଣ୍ଟ୍ ସାଇଟ୍‌ ଥାନାରେ ଅଭିଯୋଗ ହୋଇଛି। ପୁଲିସ୍‌ ସିସିଟିଭି ଯାଞ୍ଚ କରି ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/3ehImmJ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages