ରାଉରକେଲା(ପବନ ତିୱାରୀ): ରାଉରକେଲା ବ୍ରାହ୍ମଣୀ ସେତୁରେ ପଡ଼ିଥିବା ଲୁହା ପ୍ଲେଟ୍ ଗତକାଲି ବିଳମ୍ବିତ ରାତିରେ ଦବି ଯାଇଛି। ଫଳରେ ବ୍ରିଜ୍ ଉପରେ ଯାତାୟାତ ବାଧାପ୍ରାପ୍ତ ହୋଇଛି। ଘଟଣାସ୍ଥଳରେ ଟ୍ରାଫିକ୍ ପୁଲିସ ପହଞ୍ଚି ପରିସ୍ଥିତି ନିୟନ୍ତ୍ରଣ କରୁଛି।
ଅନ୍ୟପକ୍ଷରେ, ସେତୁରେ ପଡ଼ିଥିବା ଲୁହା ପ୍ଲେଟ୍ ଦବିବା ଘଟଣାକୁ ରାଉରକେଲା NHAI ପ୍ରକଳ୍ପ ନିର୍ଦ୍ଦେଶକ ସ୍ୱୀକାର କରିଛନ୍ତି। ଯେଉଁ ସ୍ଥାନରେ ଲୁହା ପ୍ଲେଟ୍ ଦବିଛି, ତାହା ମରାମତି ଚାଲିଥିବା ପ୍ରକଳ୍ପ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।
from Odisha Reporter https://ift.tt/3f7zEb9
No comments:
Post a Comment