ଜଳିଗଲା ୨୦ ଦୋକାନ ଘର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 18, 2020

ଜଳିଗଲା ୨୦ ଦୋକାନ ଘର

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ରାଉରକେଲା ଚ୍ୟାମ୍ୱର ଅଫ୍‌ କମର୍ସ କାର୍ଯ୍ୟାଳୟ ନିକଟରେ ଥିବା ପାର୍କିଂ ଏରିଆରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ପ୍ରାୟ  ୨୦ରୁ ଅଧିକ ଦୋକାନ ଘର ପୋଡ଼ି ଲକ୍ଷ ଲକ୍ଷ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି।

ଗତକାଲି ରାତି ପ୍ରାୟ ସାଢ଼େ ୧୨ଟା ବେଳେ ଏହି ଅଗ୍ନିକାଣ୍ଡ ଘଟିଥିଲା। ୧୧ କେଭି ବିଦ୍ୟୁତ୍‌ ତାର ଛିଣ୍ଡି ପଡ଼ିବାରୁ ଏହି ଅଗ୍ନିକାଣ୍ଡ ଘଟିଥିବା ଅନୁମାନ କରାଯାଉଛି।

ଖବର ପାଇ ଦମକଳ ବାହିନୀର ୨ଟି ଗାଡ଼ି ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ତେବେ ଅଗ୍ନିକାଣ୍ଡର କାରଣ ଜଣାପଡ଼ି ନାହିଁ।



from Odisha Reporter https://ift.tt/2XM8MqX

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages