ଆଜି ଅପରାହ୍ନରେ ହେବନି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ପ୍ରେସମିଟ୍ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 22, 2020

ଆଜି ଅପରାହ୍ନରେ ହେବନି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ପ୍ରେସମିଟ୍

ନୂଆଦିଲ୍ଲୀ: କରୋନା ଭାଇରସକୁ ନେଇ ପ୍ରତିଦିନ ଅପରାହ୍ୱ ୪ଟାରେ ହେଉଥିବା ସାମ୍ୱାଦିକ ସମ୍ମିଳନୀ ଆଜି ହେବନାହିଁ। ଆଜି କେନ୍ଦ୍ରୀୟ କ୍ୟାବିନେଟର ବୈଠକ ରହିଥିବାରୁ କରୋନା ପ୍ରେସମିଟ୍ ବାତିଲ୍ କରାଯାଇଛି।

ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ୱେବସାଇଟରେ ଥିବା ତଥ୍ୟ ଅନୁଯାୟୀ ୨୪ ଘଣ୍ଟାରେ ଦେଶରେ ୧୩୮୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୦ ଜଣଙ୍କର ମୃତ୍ୟୁ ଘଟିଛି। ନୂଆ ଆକ୍ରାନ୍ତଙ୍କ ସଂଖ୍ୟାକୁ ମିଶାଇ ଦେଶରେ ଏଯାବତ ମୋଟ୍ ୧୯,୯୮୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସ୍ୱାସ୍ଥ୍ୟମନ୍ତ୍ରଣାଳୟ ସୂଚନା ଦେଇଛି।



from Odisha Reporter https://ift.tt/2wYvqkZ

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages