କୋଭିଡ୍‌ ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 23, 2020

କୋଭିଡ୍‌ ସ୍ଥିତି ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଟେଲିଫୋନ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହୋଇଥିବା ନେଇ ସରକାରୀ ସୂତ୍ରରୁ ସୂଚନା ମିଳିଛି। କଥାବାର୍ତ୍ତା ବେଳେ କୋଭିଡ୍ ପରିସ୍ଥିତି ନେଇ ଦୁଇ ନେତା ଆଲୋଚନା କରିଥିବା ଜଣାପଡିଛି।

ସେହିପରି ରଥଯାତ୍ରା ପ୍ରସଙ୍ଗରେ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ମୁଖ୍ୟମନ୍ତ୍ରୀ କଥା ହୋଇଥିବା ସୂଚନା ମିଳିଛି। ଆଜି ଶ୍ରୀମନ୍ଦିର ପରିଚାଳନା କମିଟି ବୈଠକ ବସିବାକୁ ଥିବା ବେଳେ ରଥଯାତ୍ରାକୁ ନେଇ  ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀଙ୍କ ମଧ୍ୟରେ ହୋଇଥିବା ଆଲୋଚନାକୁ  ଗୁରୁତ୍ୱର ସହ ନିଆଯାଉଛି ।



from Odisha Reporter https://ift.tt/2KtVdVf

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages