ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ ଛୁଇଁଲା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, April 25, 2020

ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩ ଛୁଇଁଲା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତେ ସୁନ୍ଦରଗଡ଼ ଜିଲ୍ଲାର ବୋଲି ଜଣାପଡ଼ିଛି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୩କୁ ବୃଦ୍ଧି ପାଇଛି। ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବସାଇଟରୁ ସୂଚନା ମିଳିଛି।

ଗତକାଲି ରାଜ୍ୟରେ ୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ସମସ୍ତ ‌ଆକ୍ରାନ୍ତ ଯାଜପୁର ଜିଲ୍ଲାର ଥିଲେ। ସେମାନଙ୍କର କୋଲକାତା ଲିଙ୍କ୍ ରହିଛି।

ସୂଚନାଯୋଗ୍ୟ, ଗତକାଲି ସୁନ୍ଦରଗଡ଼ ଜିଲ୍ଲା ରାଉରକେଲା ଅଞ୍ଚଳର ଜଣେ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିଲେ। ଏବେ ସୁଦ୍ଧା ରାଜ୍ୟରେ ୩୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ୬୮ ଜଣ ବିଭିନ୍ନ ହସ୍‌ପିଟାଲ୍‌ରେ ଚିକିତ୍ସିତ ହେଉଛନ୍ତି ଏବଂ ଜଣଙ୍କର ମୃତ୍ୟୁ ଘଟିଛି।



from Odisha Reporter https://ift.tt/3cN4QKH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages