ସମୁଦ୍ରକୂଳରୁ ମହିଳାଙ୍କ ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 9, 2020

ସମୁଦ୍ରକୂଳରୁ ମହିଳାଙ୍କ ମୃତଦେହ ଉଦ୍ଧାର

କୋଣାର୍କ (ଓଡ଼ିଶା ରିପୋର୍ଟର): କୋଣାର୍କ ପୁରୀ ବେଳାମାର୍ଗ ସ୍ଥିତ ରାମଚଣ୍ଡୀ ମୁହାଣ ନିକଟ ସମୁଦ୍ରକୂଳରୁ ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତ ମହିଳାଙ୍କ ପରିଚୟ ମିଳିପାରିନାହିଁ। ମହିଳାଙ୍କ ବୟସ ୪୫ ବର୍ଷ  ହୋଇଥିଲା ବୋଲି ଜଣାପଡ଼ିଛି।

ତେବେ ମହିଳାଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଛି। ଚନ୍ଦ୍ରଭାଗା ସାମୁଦ୍ରିକ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି।



from Odisha Reporter https://ift.tt/3e8ZZFp

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages