ଜଳିଗଲା ସାତ ବଖରା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 5, 2020

ଜଳିଗଲା ସାତ ବଖରା

ଭଦ୍ରକ (ପାର୍ଥ ସାରଥୀ ନାୟକ): ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଅନ୍ତର୍ଗତ ଅଳାଉତି ହରିଜନ ସାହିରେ ଗତକାଲି ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ନିଆଁରେ ପାଞ୍ଚଟି ପରିବାରର ସାତ ବଖରା ଘର ଜଳି ପାଉଁଶ ହୋଇଯାଇଛି। ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା।

ଗତକାଲି ରାତିରେ ସମସ୍ତେ ଘରେ ଶୋଇଥିବା ବେଳେ ଏହି ଅଗ୍ନିକାଣ୍ଡ ଘଟିଥିଲା। ନିଆଁରେ ଳକ୍ଷାଧିକ ଟଙ୍କା ସମ୍ପତ୍ତି ପୋଡ଼ି ଯାଇଥିବା ଜଣାପଡ଼ିଛି। ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି।



from Odisha Reporter https://ift.tt/34bbZ4A

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages