ସରକାରଙ୍କ ବଡ଼ ନିଷ୍ପତ୍ତି; ରଜ ପର୍ଯ୍ୟନ୍ତ ଘୁଞ୍ଚିଲା ସ୍କୁଲ୍‌ , କଲେଜ ଛୁଟି - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 9, 2020

ସରକାରଙ୍କ ବଡ଼ ନିଷ୍ପତ୍ତି; ରଜ ପର୍ଯ୍ୟନ୍ତ ଘୁଞ୍ଚିଲା ସ୍କୁଲ୍‌ , କଲେଜ ଛୁଟି

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ କରୋନା ମୁକାବିଲା ରାଜ୍ୟ ସରକାର ଆଜି ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛନ୍ତି। ରାଜ୍ୟରେ ଲକ୍‌ଡାଉନ୍‌ ଅବଧି ଏପ୍ରିଲ ୩୦ ପର୍ଯ୍ୟନ୍ତ ବୃଦ୍ଧି କରିବା ସହ ସବୁ ଶିକ୍ଷାନୁଷ୍ଠାନ ଜୁନ୍‌ ୧୭ ତାରିଖ ପର୍ଯ୍ୟନ୍ତ ବନ୍ଦ ରହିବା ପାଇଁ ଘୋଷଣା କରାଯାଇଛି। ଏହାସହ ଏପ୍ରିଲ୍‌ ୩୦ ପର୍ଯ୍ୟନ୍ତ ଗାଡ଼ିଚଳାଚଳ ବନ୍ଦ ରହିବ ବୋଲି ନିଷ୍ପତ୍ତି ନିଆଯାଇଛି।

ଆଜି ସକାଳେ ଭିଡିଓ କନ୍‌ଫରେନ୍ସଂରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିଥିଲା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ହୋଇଥିବା ଏହି ବୈଠକରେ଼ ୫ଜଣ ମନ୍ତ୍ରୀ ଯୋଗ ଦେଇଥିଲେ।।

 



from Odisha Reporter https://ift.tt/2y37TPO

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages