ପଟ୍ଟାପୋଲ ଅଞ୍ଚଳରୁ କଣ୍ଟେନ୍‌ମେଣ୍ଟ କଟକଣା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, April 12, 2020

ପଟ୍ଟାପୋଲ ଅଞ୍ଚଳରୁ କଣ୍ଟେନ୍‌ମେଣ୍ଟ କଟକଣା

କଟକ (ଓଡ଼ିଶା ରିପୋର୍ଟର): କଟକ ପଟ୍ଟାପୋଲ ଅଞ୍ଚଳରୁ କଣ୍ଟେନ୍‌ମେଣ୍ଟ କଟକଣା ହଟାଇଲା ସିଏମ୍‌ସି। କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପଟ୍ଟାପୋଲ ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍ ବା ଆବଦ୍ଧଞ୍ଚଳ ଘୋଷଣା କରାଯାଇଥିଲା। ତେବେ ସେହି ଅଞ୍ଚଳରେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସିଥିବା ଲୋକ ଓ ଲକ୍ଷଣ ଥିବା ବ୍ୟକ୍ତିଙ୍କ ଟେଷ୍ଟ ରିପୋର୍ଟ ନେଗେଟିଭ୍ ଆସିବା ପରେ କଣ୍ଟେନ୍‌ମେଣ୍ଟ ଜୋନ୍ କଟକଣାକୁ ଉଠାଇ ଦେଇଛନ୍ତି ସିଏମ୍‌ସି କମିଶନର। ଗତ ୪ ତାରିଖରୁ ଏହି ଅଞ୍ଚଳକୁ କଣ୍ଟେନ୍‌ମେଣ୍ଟ ଜୋନ୍ ଘୋଷଣା କରାଯାଇଥିଲା। କଣ୍ଟେନ୍‌ମେଣ୍ଟ ଜୋନ୍ କଟକଣା ହଟିଥିଲେ ବି ସେଠାରେ ଲକ୍‌ଡାଉନ୍ କଟକଣା ବଳବତ୍ତର ରହିବ ବୋଲି ସିଏମ୍‌ସି ପକ୍ଷରୁ ସ୍ପଷ୍ଟ କରାଯାଇଛି।



from Odisha Reporter https://ift.tt/2XxvHGy

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages