ସୀମାରେ ପାକିସ୍ତାନପଟୁ ଅସ୍ତ୍ରବିରତି ଉଲ୍ଲଂଘନ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, April 15, 2020

ସୀମାରେ ପାକିସ୍ତାନପଟୁ ଅସ୍ତ୍ରବିରତି ଉଲ୍ଲଂଘନ

ଜମ୍ମୁ: ପାକିସ୍ତାନ ପଟୁ ଆଜି ପୁଣିଥରେ ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି। କଶ୍ମୀରର ରଜୋରୀ ଜିଲ୍ଲାରେ ଥିବା ମଞ୍ଜକୋଟ ସେକ୍ଟରରେ ପାକିସ୍ତାନ ପଟୁ ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି। ଏଥିରେ ଜଣେ ଝିଅ ସମେତ ଦୁଇ ଜଣ ଆହତ ହୋଇଛନ୍ତି। ତେବେ ତିନୋଟି ଘର କ୍ଷତିଗ୍ରସ୍ତ ହୋଇଛି। ଆହତଙ୍କୁ ପୁଲିସ ହସ୍ପିଟାଲରେ ଭର୍ତ୍ତି କରାଇଛି।

ଏବେ ଉଭୟପଟୁ ଗୁଳି ବିନିମୟ ଚାଲିଥିବା ସୂଚନା ରହିଛି। ଜାତୀୟ ଗଣମାଧ୍ୟମ ସଂସ୍ଥା ନ୍ୟୁଜ ୧୮ ଇଣ୍ଡିଆରେ ଏକ ରିପୋର୍ଟ ଅନୁଯାୟୀ ପାକିସ୍ତାନର ଆତଙ୍କବାଦୀ ସଂଗଠନ ଜୌଶ-ଏ-ମହମ୍ମଦର ଅନେକ ଆତଙ୍କବାଦୀ କରୋନାରେ ସଂକ୍ରମିତ ହୋଇଛନ୍ତି। ତେଣୁ ଆତଙ୍କବାଦୀ ମାନେ ଏବେ ସୀମାରେ ଅନୁପ୍ରବେଶ କରି ଭାରତରେ ପଶିବାକୁ ଉଦ୍ୟମ କରୁଛନ୍ତି ବୋଲି ଜଣାପଡ଼ିଛି।



from Odisha Reporter https://ift.tt/3cgAwbh

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages