ଜଙ୍ଗଲରୁ ଅର୍ଦ୍ଧ ଦଗ୍ଧ କଙ୍କାଳ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, April 9, 2020

ଜଙ୍ଗଲରୁ ଅର୍ଦ୍ଧ ଦଗ୍ଧ କଙ୍କାଳ ଉଦ୍ଧାର

କଣ୍ଟାବାଞ୍ଜି (ଓଡ଼ିଶା ରିପୋର୍ଟର): ବଲାଙ୍ଗିର  ଜିଲ୍ଲା ତୁରେକେଲା ବ୍ଳକ୍‌ ଅନ୍ତର୍ଗତ ମହଁଖଣ୍ଡ ଛତ୍ରଦାଣ୍ଡି ଜଙ୍ଗଲରୁ ଜଣେ ବ୍ୟକ୍ତିଙ୍କ ଅର୍ଦ୍ଧ ଦଗ୍ଧ କଙ୍କାଳ ଗତକାଲି  ଉଦ୍ଧାର କରାଯାଇଛି।

 ସ୍ଥାନୀୟ ଲୋକଙ୍କ  ନିକଟରୁ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଉକ୍ତ କଙ୍କାଳ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛନ୍ତି। ସଂପୃକ୍ତ ବ୍ୟକ୍ତିଙ୍କ ପରିଚୟ ମିଳି ପାରିନାହିଁ। 

 ପ୍ରମାଣ ନଷ୍ଟ ଉଦ୍ଦେଶ୍ୟରେ  ହତ୍ୟା ପରେ ତାଙ୍କୁ କେହି ପୋଡ଼ିବାକୁ ଚେଷ୍ଠା କରି ଅର୍ଦ୍ଧ ଦଗ୍ଧ ଅବସ୍ଥାରେ ଜଙ୍ଗଲରେ ଫୋପାଡ଼ି ଦେଇ ପଳାଇଥିବା ସନ୍ଦେହ କରାଯାଉଛି। ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from Odisha Reporter https://ift.tt/2Vb1IkA

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages