ଚିହ୍ନଟ ହେଲେ ୬୭ ଆକ୍ରାନ୍ତ ଚିହ୍ନଟ; ୧୬୬୦ରେ ପହଞ୍ଚିଲା ସଂଖ୍ୟା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 27, 2020

ଚିହ୍ନଟ ହେଲେ ୬୭ ଆକ୍ରାନ୍ତ ଚିହ୍ନଟ; ୧୬୬୦ରେ ପହଞ୍ଚିଲା ସଂଖ୍ୟା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୬୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହା ସହିତ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୬୬୦ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୮୧୨ଜଣ ସୁସ୍ଥ ହୋଇସାରିଥିବା ବେଳେ ୭ ଜଣଙ୍କ ମୃତ୍ୟୁ ଘଟିଛି। ଅବଶିଷ୍ଟ ୮୪୧ ଜଣ ଚିକିତ୍ସାଧୀନ ଅଛନ୍ତି।

୧୦ଟି ଜିଲ୍ଲାରୁ ଏହି ୬୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ସର୍ବାଧିକ ଗଞ୍ଜାମ ଜିଲ୍ଲାରୁ ୨୬ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଯାଜପୁର ଓ ଖୋର୍ଦ୍ଧାରୁ ୧୧ ଜଣ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେହିପରି ନୟାଗଡ଼ ଜିଲ୍ଲାରୁ ୭ ଜଣ ଚିହ୍ନଟ ହୋଇଥିବା ବେଳେ ସୋନପୁରରୁ ୪ ଜଣ, ବଲାଙ୍ଗିର, ଜଗତସିଂହପୁର ଓ ସମ୍ବଲପୁରରୁ ୨ ଜଣ ଲେଖାଏଁ ଓ କେନ୍ଦୁଝର ଓ ବରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।



from Odisha Reporter https://ift.tt/3cfZUO4

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages