ଭୁବନେଶ୍ୱରରେ କାଳ ବୈଶାଖୀ ପ୍ରଭାବରେ ବର୍ଷା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 28, 2020

ଭୁବନେଶ୍ୱରରେ କାଳ ବୈଶାଖୀ ପ୍ରଭାବରେ ବର୍ଷା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ଭୋରରୁ ଭୁବନେଶ୍ୱର ସହ ଏହାର ଆଖପାଖ ଅଞ୍ଚଳରେ କାଳବୈଶାଖୀ ପ୍ରଭାବରେ ପ୍ରବଳ ବର୍ଷା ହୋଇଛି। ଜୋରରେ ପବନ ବହିବାରୁ କିଛି ସ୍ଥାନରେ ଗଛ ଉପୁଡ଼ି ପଡ଼ିଥିବା ମଧ୍ୟ ସୂଚନା ମିଳିଛି।

ଭୋର ୩ଟା୩୦ରୁ ପ୍ରବଳ ବେଗରେ ପବନ ବହିବା ସହ ଘଡ଼ଘଡ଼ି ମାରିଥିଲା।  ଏଥିସହ ବର୍ଷା ହୋଇଥିଲା। ପ୍ରାୟ ଦେଢ଼ ଘଣ୍ଟା ଧରି ବର୍ଷା ଲାଗି ରହିଥିଲା। ପ୍ରବଳ ବର୍ଷା ଫଳରେ କଟକ ରୋଡ୍‌ ଅଞ୍ଚଳରେ ଗଛ ଉପୁଡ଼ି ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି।



from Odisha Reporter https://ift.tt/2zFSkPo

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages