ନିଆଁରେ ପୋଡ଼ି ମା’-ଝିଅ ମୃତ, ପୁଅ ଗୁରୁତର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Wednesday, May 6, 2020

ନିଆଁରେ ପୋଡ଼ି ମା’-ଝିଅ ମୃତ, ପୁଅ ଗୁରୁତର

ନୟାଗଡ଼ (ଆର୍ତ୍ତତ୍ରାଣ ପ୍ରଧାନ): ନୟାଗଡ଼ ଜିଲ୍ଲା ରଣପୁର ଥାନା ଅନ୍ତର୍ଗତ ଗୋପାଳପୁର ଗାଁରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ନିଆଁରେ ପୋଡ଼ି ଜଣେ ମହିଳା ଓ ତାଙ୍କର ୫ ବର୍ଷର ଝିଅ ପ୍ରାଣ ହରାଇଥିବା ବେଳେ ପୁଅର (୩ ବର୍ଷ) ଅବସ୍ଥା ଗୁରୁତର ରହିଛି। ତାଙ୍କୁ ପ୍ରଥମେ ରଣପୁର ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ତେବେ ପରେ ତାଙ୍କୁ କଟକ ସ୍ଥାନାନ୍ତର କରାଯାଇଥିଲା।

ମୃତ ମହିଳା ଜଣଙ୍କ ଗାଁର ଗୋପାଳ ବେହେରାଙ୍କ ପତ୍ନୀ। ଏ ଘଟଣା ନେଇ ରଣପୁର ଥାନାରେ ମାମଲା ରୁଜୁ ହୋଇଛି। ପୁଲିସ୍ ଘଟଣାର ତଦନ୍ତ କରୁଛି।

 



from Odisha Reporter https://ift.tt/3b5TnEL

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages