କାଲିଠୁ ଯୁକ୍ତ ୨ ଖାତା ଦେଖା - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 30, 2020

କାଲିଠୁ ଯୁକ୍ତ ୨ ଖାତା ଦେଖା

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆସନ୍ତାକାଲିଠାରୁ ଯୁକ୍ତ ୨ ଅନ୍‌ଲାଇନ୍ ଖାତା ଦେଖା ଆରମ୍ଭ ହେବ। ଏଥିପାଇଁ ୩୬ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଛି। ଦୁଇଟି ପର୍ଯ୍ୟାୟରେ ଓ ଦୁଇଟି ସିଫ୍ଟରେ ଖାତା ଦେଖା ହେବ।

ସକାଳ ସାଢ଼େ ୭ଟାରୁ ମଧ୍ୟାହ୍ନ ସାଢ଼େ ୧୨ ଟା ଯାଏ ପ୍ରଥମ ସିଫ୍ଟ ଓ ଦିନ ଗୋଟାଏ ୩୦ରୁ ସନ୍ଧ୍ୟା ୬ଟା ୩୦ ଯାଏ ଦ୍ୱିତୀୟ ସିଫ୍ଟରେ ଖାତା ଦେଖା ହେବ। ତେବେ ପରବର୍ତ୍ତୀ ପର୍ଯ୍ୟାୟରେ ଅଫ୍ ଲାଇନ୍‌ରେ ଖାତା ଦେଖା ନେଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି।



from Odisha Reporter https://ift.tt/2Mib7mk

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages