ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Thursday, May 28, 2020

 ଆଜି ରାଜ୍ୟ କ୍ୟାବିନେଟ୍‌ ବୈଠକ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜି ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ୱପୂର୍ଣ୍ଣ ବୈଠକ ବସିବ। ବିଭିନ୍ନ ଅର୍ଡିନାଂସ୍‌କୁ କ୍ୟାବିନେଟ୍ ବୈଠକରେ ମଞ୍ଜୁରୀ ମିଳିପାରେ। ଏହାସହ ଅର୍ଥ, ପୂର୍ତ୍ତ, ଶକ୍ତି, ସ୍ୱାସ୍ଥ୍ୟ, କୃଷି, ରାଜସ୍ୱ ଭଳି ବିଭାଗର କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମଧ୍ୟ ମୋହର ଲାଗିପାରେ। ଦିନ ୧୧ଟା ୪୫ ମିନିଟ୍‌ରେ ଭିଡିଓ କନ୍‌ଫରେସିଂରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କ୍ୟାବିନେଟ୍ ମନ୍ତ୍ରୀ ଓ ସଚିବଙ୍କ ସହ ଆଲୋଚନା କରିବେ।

ସେହିପରି ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପଞ୍ଚମ ପାଳିର ପ୍ରଥମ ବର୍ଷ ପୁରୁଛି। ଏଥିସହ ଆଜି ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକ ବସିବ। ତେବେ ୫ ପାଳିର ପ୍ରଥମ ବର୍ଷ ପୂର୍ତ୍ତି ପରେ ବସୁଥିବା ଏହି ବୈଠକ ବେଶ୍‌ ଗୁରୁତ୍ୱ ବହନ କରୁଛି। ନିର୍ବାଚନ ବେଳେ ଦିଆଯାଇଥିବା ପ୍ରତିଶ୍ରୁତି କେତେ ମାତ୍ରାରେ ପୂରଣ ହୋଇଛି। ମନ୍ତ୍ରୀଙ୍କ ବର୍ଷକର କାର୍ଯ୍ୟ ରିପୋର୍ଟ, ଏହାସହ ବର୍ଷକରେ ସରକାରଙ୍କ ପଦକ୍ଷେପ ସମ୍ପର୍କରେ ଏହି ବୈଠକରେ ଆଲୋଚନା ହେବ ବୋଲି ଜଣାଯାଇଛି।

 



from Odisha Reporter https://ift.tt/3cbVlEq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages