ହାତୀ ଛୁଆର ମୃତଦେହ ଉଦ୍ଧାର - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 16, 2020

ହାତୀ ଛୁଆର ମୃତଦେହ ଉଦ୍ଧାର

ରେଢ଼ାଖୋଲ (ରମାକାନ୍ତ ମହାନନ୍ଦ): ସମ୍ବଲପୁର ଜିଲ୍ଲା କିସିଣ୍ଡା ବନ୍ୟପ୍ରାଣୀ ରେଞ୍ଜର ନୂତନ କଞ୍ଚନପୁର ଗାଁ ପାଖ ଉରାଦେଇ ଖସଡ଼ା ଜଙ୍ଗଲରୁ ଗତକାଲି  ବନ ବିଭାଗ ଏକ ହାତୀ ଛୁଆର ମୃତଦେହ ଉଦ୍ଧାର କରିଛି। ହାତୀ ଛୁଆର ବୟସ ୪ ବର୍ଷ ହେବ ବୋଲି ଜଣାପଡ଼ିଛି। କୃମି ଓ ଝାଡ଼ା ଯୋଗୁ ଏହି ଛୁଆ ହାତୀଟିର ମୃତ୍ୟୁ ଘଟିଥିବା ବନବିଭାଗ ସୂଚନା ଦେଇଛି।



from Odisha Reporter https://ift.tt/2TcK5Rq

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages