ଆଜିଠୁ ଅନ୍‌ଲାଇନ୍‌ରେ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Sunday, May 31, 2020

ଆଜିଠୁ ଅନ୍‌ଲାଇନ୍‌ରେ ଯୁକ୍ତ ଦୁଇ ଖାତା ଦେଖା ଆରମ୍ଭ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ଅନ୍‌ଲାଇନ୍‌ ଖାତା ଦେଖା । ରାଜ୍ୟର ୩୬ଟି ମୂଲ୍ୟାୟନ କେନ୍ଦ୍ରରେ ଏନେଇ ସ୍ୱତନ୍ତ୍ର ଭାବେ ପ୍ରସ୍ତୁତି ହୋଇଛି । ଦୁଇଟି ପର୍ଯ୍ୟାୟରେ ଓ ଦୁଇଟି ସିଫ୍ଟରେ ଖାତା ଦେଖା ହେବ।

ସକାଳ ସାଢ଼େ ୭ଟାରୁ ମଧ୍ୟାହ୍ନ ସାଢ଼େ ୧୨ଟାରେ ପ୍ରଥମ ସିଫ୍ଟ ଓ ଦିନ ଦେଢଟାରୁ ସନ୍ଧ୍ୟା ୬ଟା ୩୦ ଯାଏ ଦ୍ୱିତୀୟ ସିଫ୍ଟରେ ଖାତା ଦେଖା ହେବ। ଏବେ କେବଳ ଅନ୍‌ଲାଇନ୍‌ ଖାତା ଦେଖା ହେବ ।

ପରବର୍ତ୍ତୀ ପର୍ଯ୍ୟାୟରେ ଅଫଲାଇନ୍ ଖାତା ଦେଖା ନେଇ ବିଜ୍ଞପ୍ତି ପ୍ରକାଶ ପାଇବ ବୋଲି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି ।  ସେପଟେ କରୋନା ମହାମାରୀ ନେଇ ଖାତା ଦେଖା କେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା ହୋଇଛି । ସାମାଜିକ ଦୂରତା ଓ ମାସ୍କ ପିନ୍ଧିବା ନେଇ ବିଶେଷ ଧ୍ୟାନ ଦିଆଯିବ ବୋଲି କୁହାଯାଇଛି।



from Odisha Reporter https://ift.tt/36M9W8c

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages