ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ରାଜ୍ୟରେ ଆଉ ୫୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଜଣଙ୍କ ମୃତ୍ୟୁ ହୋଇଛି। ଫଳରେ ରାଜ୍ୟରେ କରୋନା ପଜିଟିଭ୍ ସଂଖ୍ୟା ୧୧୦୩କୁ ବୃଦ୍ଧି ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା ୭ ଛୁଇଁଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।
ଆକ୍ରାନ୍ତ ଓ ମୃତକଙ୍କ ସମ୍ପର୍କରେ ସବିଶେଷ ତଥ୍ୟ ମିଳିପାରି ନାହିଁ।
from Odisha Reporter https://ift.tt/3e6daG2
No comments:
Post a Comment