ଦିନକରେ ୨୨୯୩ ଜଣ କରୋନାରେ ଆକ୍ରାନ୍ତ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Friday, May 1, 2020

ଦିନକରେ ୨୨୯୩ ଜଣ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୭,୩୩୬ ଛୁଇଁଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୨୯୩ ଜଣ କରୋନାରେ ସଂକ୍ରମିତ ହୋଇଥିବା ବେଳେ ୭୧ ଜଣଙ୍କର ମୃତ୍ୟୁ ଘଟିଛି। ପ୍ରଥମ ଥର ପାଇଁ ଏତେ ସଂଖ୍ୟାରେ ଗୋଟିଏ ଦିନରେ ଆକ୍ରାନ୍ତ ହୋଇଛନ୍ତି। ଯାହାକି ଏଯାବତ ସର୍ବାଧିକ ବୋଲି ବୋଲି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ କହିଛି

 

ସେହିପରି ଏବେ ୨୬,୧୬୭ ଜଣ ଚିକିତ୍ସାଧୀନ ଥିବା ବେଳେ ୯୯୫୦ ଜଣ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ଓ ୧୨୧୮ ଜଣଙ୍କର ମୃତ୍ୟୁ ଘଟିଛି। ଆଜି ପୁଣେରେ ଜଣେ ୬୮ ବର୍ଷୀୟ ବ୍ୟକ୍ତିଙ୍କର କରୋନାରେ ମୃତ୍ୟୁ ଘଟିଛି। ଏହି ମୃତକଙ୍କୁ ମିଶାଇଲେ ପୁଣେରେ କରୋନା ମୃତକଙ୍କ ସଂଖ୍ୟା ଶତକ ଛୁଇଁଛି।



from Odisha Reporter https://ift.tt/3fdZF8A

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages