କଟକଣା ସହ ଖୋଲିଲା ପାର୍କ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Saturday, May 23, 2020

କଟକଣା ସହ ଖୋଲିଲା ପାର୍କ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠାରୁ ସର୍ବସାଧାରଣଙ୍କ ପାଇଁ ଖୋଲିଲା ରାଜଧାନୀର କିଛି ପାର୍କ । ପରୀକ୍ଷାମୂଳକ ଭାବେ ରାଜଧାନୀର କିଛି ପ୍ରମୁଖ ପାର୍କ ଖୋଲିଛି ବିଏମ୍‌ସି । ରାଜଧାନୀର ଆଇଜି, ଫରେଷ୍ଟ ଓ ବୁଦ୍ଧ ପାର୍କ ସକାଳ ୭ରୁ ଦିନ ୧୦ ଯାଏ ଖୋଲା ରହିବ । ସେହିଭଳି ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା ଯାଏଁ ପାର୍କ ଖୋଲା ରହିବ ।

ପାର୍କ ଖୋଲା ଯାଇଥିଲେ ମଧ୍ୟ କିଛି କଟକଣା ଜାରି କରାଯାଇଛି । ପାର୍କକୁ ଯାଉଥିବା ରାଜଧାନବାସୀ ସାମାଜିକ ଦୂରତ୍ୱ ମାନିବା ସହ ମାସ୍କ ପିନ୍ଧିବା ବାଧ୍ୟତାମୂଳକ କରାଯାଇଛି। ପାର୍କରେ ଛେପ ପକାଇବା, ବ୍ୟାୟାମ ଉପକରଣ ବ୍ୟବହାର କରିବା ଉପରେ ସଂପୂର୍ଣ୍ଣ ବାରଣ କରାଯାଇଥିବା ବିଡିଏ କର୍ତ୍ତୃପକ୍ଷ ଜଣାଇଛନ୍ତି।



from Odisha Reporter https://ift.tt/3efcsXm

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages