ଆଜିଠାରୁ ଚାଲିବ ‘ମୋ ବସ୍’ - ଖାଣ୍ଟି ଖବର

ସମସ୍ତଙ୍କର ନଜର

ମୁଖ୍ୟ ଖବର

Home Top Ad

Responsive Ads Here

Post Top Ad

Responsive Ads Here

Monday, May 25, 2020

ଆଜିଠାରୁ ଚାଲିବ ‘ମୋ ବସ୍’

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜିଠାରୁ ଚାଲିବ ‘ମୋ ବସ୍’। ପ୍ରଥମ ପର୍ଯ୍ୟାୟରେ ଭୁବନେଶ୍ୱର ଓ କଟକରେ ୭ଟି ରୁଟ୍‌ରେ ‘ମୋ ବସ୍’ ଗଡ଼ିବ। ସେହି ରୁଟଗୁଡ଼ିକ ହେଲା- ଏୟାରପୋର୍ଟରୁ କଟକ ସିଡିଏ, ନନ୍ଦନବିହାରରୁ ଲିଙ୍ଗିପୁର, ମାଷ୍ଟରକ୍ୟାଣ୍ଟିନରୁ ସିଡିଏ ଭାୟା ରସୁଲଗଡ଼, ମାଷ୍ଟରକ୍ୟାଣ୍ଟିନରୁ ଖୋର୍ଦ୍ଧା, ମାଷ୍ଟରକ୍ୟାଣ୍ଟିନରୁ ସମ୍ ହସ୍ପିଟାଲ୍, ଡୁମୁଡୁମାରୁ ମଞ୍ଚେଶ୍ୱର ଓ ମାଷ୍ଟରକ୍ୟାଣ୍ଟିନରୁ ଏମ୍ସ।

ଏସବୁ ରୁଟ୍‌ରେ ବିନା ଶୀତତାପ ନିୟନ୍ତ୍ରିତ ‘ମୋ ବସ୍’ ହିଁ ଚଳାଚଳ କରିବ। ସମସ୍ତ ବସ୍ ସକାଳ ୭ଟାରୁ ସଂଧ୍ୟା ୭ଟା ଯାଏ ଯିବା ଆସିବା କରିବ। ବସ୍‌ରେ ଯାତ୍ରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ଏହାଛଡ଼ା ବସ୍‌ରେ କେହି ଛିଡ଼ା ହୋଇ ଯାତ୍ରା କରିପାରିବେ ନାହିଁ। ଆହୁରି ମଧ୍ୟ ଟିକେଟର ସଠିକ୍ ମୂଲ୍ୟ ମୁତାବକ ଖୁଚୁରା ଦେବାକୁ ପଡ଼ିବ।



from Odisha Reporter https://ift.tt/2ZBjxgH

No comments:

Post a Comment

ସ୍କୁଲ ଯାଇ ୨ ଛାତ୍ରୀ ନିଖୋଜ, ଉଦ୍ଧାର ପାଇଁ ଆକୁଳ ନିବେଦନ

ସ୍କୁଲ ଯାଇ ନିଖୋଜ ହୋଇଗଲେ ଦୁଇ ସ୍କୁଲ ଛାତ୍ରୀ।୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ହେଲାଣି ସେମାନଙ୍କର ପତ୍ତା ମିଳୁ ନ ଥିବା ବେଳେ ଚାରିଆଡ଼େ ଖୋଜି ବୁଲିଛନ୍ତି ପରିବାର ଲୋକେ। ...

Post Bottom Ad

Responsive Ads Here

Pages